ପଳାସିଆ ଗାଁ ମଶାଣିରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ

ପଞ୍ଚଭୂତରେ ଲୀନ ହେଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ତାଙ୍କ ମୃତ୍ୟୁ ନେଇ ଗତକାଲି AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଥିଲା।

ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ। ସୌମ୍ଯାଶ୍ରୀଙ୍କୁ ବାଲେଶ୍ବର ଜିଲ୍ଲା ହସପିଟାଲରୁ ଏମ୍ସକୁ ରେଫର୍ କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes