ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନାଥିବା କହିଛି ପାଣିପାଗ ବିଭାଗ।
Credible Local News of Odisha