ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ ହେବ ବାତ୍ୟା, ଓଡ଼ିଶା ଉପକୂଳ ଛୁଇଁ ଚାଲିଯିବ

ଆସୁଥିବା ବାତ୍ୟା ପଶ୍ଚିମବଙ୍ଗ-ବାଂଲାଦେଶ ମୁହାଁ ହେବ ଏବଂ ଓଡ଼ିଶା ଉପକୂଳରୁ କିଛି ଦୂରରେ ଘଷି ହୋଇ ଚାଲିଯିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ସୃଷ୍ଟି ହୋଇଥିବା ଲଘୁଚାପ ୨୨ରେ ଅବପାତ ରୂପ ନେବ ୨୩ରେ ଗଭୀର ଅବପାତ ୨୪ରେ ବାତ୍ୟା ରୂପ ନେବ। ପରେ ଉତ୍ତର ଉତ୍ତରପୂର୍ବ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଉତ୍ତର ଉତ୍ତରପୂର୍ବ ମୁହାଁଇ ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes