ପଶ୍ଚିମବଙ୍ଗ ବିଧାୟକଙ୍କ ଗାଡ଼ି ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ

ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଜାମୁଝାଡ଼ି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ସିମୁଳିଆ ମେଡିକାଲରେ ଯୁବକଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି।

ବିଧାୟକ ଓ ତାଙ୍କ ପରିବାରକୁ ସିମୁଳିଆ ଥାନାରେ ଅଟକ ରଖାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes