ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ରାଧିକା କଲ୍ୟାଣ ମଣ୍ଡପ ଠାରେ ପଶ୍ଚିମ ଓଡିଶା ଯାତ୍ରା କମିଟି ସୁରକ୍ଷା ମଞ୍ଚର ଦ୍ଵିତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯାତ୍ରା କମିଟୀର ବିଭିନ୍ନ ଦାବି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା ।
Credible Local News of Odisha