ବୈତରଣୀ, ବୁଢାବଳଙ୍ଗ ଏବଂ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଯୋଗୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଜଳବନ୍ଦୀ ଗ୍ରାମ ଗୁଡିକରେ ଆଉ ସାତ ଦିନ ପାଇଁ ରିଲିଫ ସାମଗ୍ରୀ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଆଜି ନିର୍ଦ୍ଦେଶ ଦେଇଛନ୍ତି l
Credible Local News of Odisha