ପାଟ୍‌ନାରୁ ପୁରୀ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

ପାଟ୍‌ନାରୁ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌। ପାର୍ବଣ ଋତୁରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।ପାଟ୍‌ନାରୁ ଅଗଷ୍ଟ୨୮ରୁ ଡିସେମ୍ବର ୨୫ ପର୍ଯ୍ୟନ୍ତ ପ୍ରତି ଗୁରୁବାର ଚଳାଚଳ କରିବ। ଅଗଷ୍ଟ ୨୯ରୁ ଡିସେମ୍ବର ୨୬ ପର୍ଯ୍ୟନ୍ତ ପ୍ରତି ଶୁକ୍ରବାର ଚଳାଚଳ କରିବ ଏବଂ ସାପ୍ତାହିକ ପୂଜା ସ୍ପେଶାଲ୍‌ ମୋଟ୍‌ ୨୧ଟି ଷ୍ଟେସନରେ ରହଣ କରିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes