ପାଣି ବଦଳରେ ପିଅନ ପରିସ୍ରା ପିଆଇ ଦେଇଥିବା ଯନ୍ତ୍ରୀଙ୍କ ଅଭିଯୋଗ

ମୋହନା ଆର୍. ଉଦୟଗିରି RWSS ବିଭାଗୀୟ ଯନ୍ତ୍ରୀ ଏ ନେଇ ଆର୍. ଉଦୟଗିରି ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଛି। ଗତ ୨୩ ତାରିଖ ରାତିରେ ପିଅନ ପାଣି ବଦଳରେ ପରିସ୍ରା ଦେଇଥିବା ଅଭିଯୋଗ ହୋଇଛି।

ଯନ୍ତ୍ରୀ ଜଣକ ଜାଣି ନ ପାରି ପରିସ୍ରା ପିଇ ଦେବାରୁ ଅସୁସ୍ଥ ହୋଇପଡ଼ିଥିଲେ।ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ପରେ ଥାନାରେ ଯନ୍ତ୍ରୀ ଅଭିଯୋଗ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes