ପାତାଳି କ୍ଷେତ୍ରରେ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଶେଷ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ପାତାଳି ଶ୍ରୀକ୍ଷେତ୍ର ରେ ପ୍ରସିଦ୍ଧ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଶେଷ ହୋଇଛି ।

ଆସନ୍ତା ୯ ତାରିଖ ରେ ମହାପ୍ରଭୁଙ୍କ ବାହୁଡା ଯାତ୍ରା ହେବାକୁ ଥିବା ବେଳେ ସକାଳ ୯ ଘଣ୍ଟା ରେ ପହଣ୍ଡି ଆରମ୍ଭ ହୋଇ ମଧ୍ୟାହ୍ନ ୧୨ ଘଣ୍ଟା ରେ ରଥଟଣା ହେବ ବୋଲି ଟ୍ରଷ୍ଟ ର ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ସୂଚନା ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes