ପାତାଳୀ କ୍ଷେତ୍ରରେ ମହାପ୍ରଭୁଙ୍କ ନିଳାଦ୍ରି ବିଜେ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ପାତାଳୀ କ୍ଷେତ୍ରରେ ଆଜି ମହାପ୍ରଭୁଙ୍କ ନିଳାଦ୍ରି ବିଜେ ଅନୁଷ୍ଠିତ ହୋଇଛି ।

ଏଥିରେ ମହିଳା ସଂକୀର୍ତ୍ତନ ଦଳ କୀର୍ତ୍ତନ କରୁଥିବାର ଦେଖାଯାଇଛି ।ଏହି ଅବସରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Niladri Bije