ପାତାଳୀ ଶ୍ରୀକ୍ଷେତ୍ରରେ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକର କୋଟସମଲାଇ ସ୍ଥିତ ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ରରେ ଜଗନ୍ନାଥ ମହାପ୍ରଭୁଙ୍କ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସନ୍ଧ୍ୟାରେ ଭଜନ ଆସର ଅନୁଷ୍ଠିତ ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes