ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ

୧୮ଟି ପ୍ରକଳ୍ପରେ ସବୁ ଘରକୁ ଘର ଜଳ ବ୍ୟବସ୍ଥା ହୋଇଥିବା ବେଳେ ଅଗଷ୍ଟରେ ୨୧, ସେପ୍ଟେମ୍ବରରେ ୧୧ ଓ ଡିସେମ୍ବରରେ ୨୨ଟି ପ୍ରକଳ୍ପ ଶେଷ ହେବ। ଏବର୍ଷ ୨୦ ହଜାର ୮୯୧ଟି ନଳକୂପ ଖନନ ହୋଇଛି କହିଛନ୍ତି ମନ୍ତ୍ରୀ।

ବର୍ତ୍ତମାନ ସୁଦ୍ଧା ୫ଲକ୍ଷ ୨୭ହଜାର ୫୭୦ ନଳକୂପ ଖୋଳାଯାଇଛି, ବଳକା ପ୍ରକଳ୍ପ ୨୦୩୬ ସୁଦ୍ଧା ସଂପୂର୍ଣ୍ଣ ହେବ କହିଲେ ମନ୍ତ୍ରୀ। ଏଜେନ୍ସି ପାଇଁ ସବୁଦିନ ପେନାଲ୍ଟି ରହୁଛି, ବିଳମ୍ବ ହେଲେ ନୋଟିସ ହେଉଛି। କାମ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes