ପାରଳା ମହାରାଜଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ପାରଳା ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜଙ୍କ ଜୟନ୍ତୀ ଅବସରରେ ଆଜି ସନ୍ଧ୍ୟାରେ ଜୟଦେବ ଭବନରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଉତ୍ସବ ଅନୁଷ୍ଠିତ ହୋଇଛି l

ଉତ୍ସବରେ ବାଚସ୍ପତି ଡ଼. ସୂର୍ଯ୍ୟନାରାୟଣ ପାତ୍ର, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ଉତ୍କଳ ପ୍ରସଙ୍ଗର ସମ୍ପାଦକଣ ଲେନିନ ମହାନ୍ତି ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes