ପାରାଦୀପ ବନ୍ଦର ଲାଞ୍ଚ ମାମଲାରେ ଚର୍ଚ୍ଚିତ ମିଶ୍ରଙ୍କୁ ଜାମିନ

ପାରାଦୀପ ବନ୍ଦର ଲାଞ୍ଚ କାରବାର ମାମଲାରେ ଓଡିଶା ଷ୍ଟିଭେଡର୍ସ ଲିମିଟେଡ଼ର ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କୁ ଆଜି ସିବିଆଇ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି l
ସାକ୍ଷୀଙ୍କୁ ପ୍ରଭାବିତ ନ କରିବାକୁ ଏବଂ ପାସପୋର୍ଟ ଜମା କରିବାକୁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି l ଚର୍ଚ୍ଚିତ ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes