ପାୱାର କଟ୍ ନୁହେଁ, ଯାନ୍ତ୍ରିକ ତ୍ରୁଟି ପାଇଁ ଲାଇନ କଟୁଛି: ମନ୍ତ୍ରୀ

ରାଜ୍ୟରେ ପାୱାର କଟ୍ ହେଉନି, ଯାନ୍ତ୍ରିକ ତ୍ରୁଟି ପାଇଁ ଲାଇନ କଟୁଛି ବୋଲି କହିଛନ୍ତି ଶକ୍ତି ମନ୍ତ୍ରୀ।

ମନ୍ତ୍ରୀ କହିଛନ୍ତି, “ଏବେ ଯେଉଁ କିଛି ସ୍ଥାନରେ ୨/୪ ଘଣ୍ଟା ଲାଇନ ରହୁନି, ତାହା ଯାନ୍ତ୍ରିକ ତ୍ରୁଟି। କାଳବୈଶାଖୀ, ଓଭରଲୋଡିଂ, ଟ୍ରାନ୍ସଫର୍ମର ପୋଡ଼ିଯିବାରୁ ଲାଇନ ଯାଉଛି”।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes