ପିତାମହୁଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବୀରମହାରାଜପୁର ବ୍ଲକ ପିତାମହୁଲ ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ “ମହୁଲ୍ ଫୁଲ୍” ଅନୁଷ୍ଠିତ ହୋଇଯାଇଛି । ମଞ୍ଜୁଲତା ଜଗଦଲାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଅବସରପ୍ରାପ୍ତ ଶିକ୍ଷକ ନାରାୟଣ ପଣ୍ଡା ମୁଖ୍ୟ ଅତିଥି, ପୂର୍ବତନ ସ୍କୁଲ ଇନ୍ସପେକ୍ଟର ଲକ୍ଷ୍ମଣ ଖମାରୀ ମୁଖ୍ୟ ବକ୍ତା, ଅବସରପ୍ରାପ୍ତ ଶିକ୍ଷକ ଅନନ୍ତ ପଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । କାର୍ତ୍ତିକ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes