ପିପଲମୁଣ୍ଡା ଜନ ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଠାରେ ସଚେତନତା କାର୍ଯ୍ୟକ୍ରମ

ଆଜି ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ ପିପଲମୁଣ୍ଡା ଠାରେ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଜନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

ଏଠାରେ ବିଭିନ୍ନ ରୋଗରର ଲକ୍ଷଣ ଓ ନିରାକରଣ ବିଷୟରେ ଆଲୋଚନା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version