ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର ବାଲିଅନ୍ତା ଥାନା ଗଣ୍ଡିଲୋ ଗାଁରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ବାଲିଅନ୍ତା ଥାନା ପୁଲିସ ଘଟଣାର ତଦନ୍ତ ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes