୨୦୨୭ ଜାନୁଆରୀ ୧୩ ଯାଏଁ ମହାନଦୀ ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର।
ଜଳ ସଂପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏପ୍ରିଲ୍ ୧୪ରେ ସରୁଥିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି।
Credible Local News of Odisha