ପୁଣି ରାଜ୍ୟ ବିଜେପି ସଭାପତି ହେବେ ମନମୋହନ

ରାଜ୍ୟ ବିଜେପି ସଭାପତି ଭାବେ ମନମୋହନ ସାମଲ ନାମାଙ୍କନ ଭରିଛନ୍ତି।ନିର୍ଦ୍ଧାରିତ ସମୟ ଭିତରେ ଆଉ କେହି ନାମାଙ୍କନ ଭରି ନ ଥିବାରୁ ଏହା ସ୍ପଷ୍ଟ ହୋଇଛି। ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ କେବଳ ବିଧିବଦ୍ଧ ଘୋଷଣା ବାକି ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes