ପଶ୍ଚିମ ଦ୍ୱାର ନିକଟରେ ଚଷମାରେ ହିଡେନ୍ କ୍ୟାମେରା ଲଗାଇ ପ୍ରବେଶ କରିଥିବା ବେଳେ ପଶ୍ଚିମବଙ୍ଗର ଜଣେ ଭକ୍ତକୁ ଧରିଲା ସିଂହଦ୍ବାର ଥାନା ପୋଲିସ।
ଯୁବକଙ୍କୁ ଅଟକ ରଖିବା ସହ ମୋବାଇଲ ଜବତ କରି ଯାଞ୍ଚ କରୁଛି ପୋଲିସ। କାଲି ଗୁଜୁରାଟର ଜଣେ ବ୍ୟକ୍ତି ମଧ୍ୟ ଅନୁରୂପ କାର୍ଯ୍ୟ ପାଇଁ ଧରାପଡ଼ିଥିଲେ।
Credible Local News of Odisha