ପୁନର୍ବିଚାର ହେବ ଆଦିବାସୀ ଜମି ହସ୍ତାନ୍ତର ସଂଶୋଧନ ପ୍ରସ୍ତାବ

ରାଜ୍ୟ କ୍ୟାବିନେଟ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ନେଇ ଗୃହରେ ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ।

ପୁନର୍ବିଚାର ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦ ନିକଟକୁ ପଠାଗଲା।ତର୍ଜମା କରିବାକୁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିସ କରାଯାଇଛି। ୧୪ରେ ଆଦିବାସୀ ଆଇନରେ ସଂଶୋଧନ ପ୍ରସ୍ତାବ ପାରିତ ହୋଇଥିଲା। ବିବାଦ ପରେ ୧୬ ତାରିଖରେ ନିଷ୍ପତ୍ତି ସ୍ଥଗିତ ରଖାଯାଇଥିଲା।ନିଷ୍ପତ୍ତି ସ୍ଥଗିତ ସତ୍ତ୍ୱେ ବିରୋଧୀଙ୍କ ବିରୋଧ ଜାରି ରହିଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version