ପୁରୀବାସୀଙ୍କ ପାଇଁ ହୋଇପାରେ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ ବାସିନ୍ଦାଙ୍କ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା ନେଇ ଅନୁଧ୍ୟାନ କରି ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛି ପରିଚାଳନା କମିଟି।

-ବିଧାନସଭାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଲିଖିତ ଉତ୍ତର ରଖିଛନ୍ତି। ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ କି ନାହିଁ ପ୍ରଶ୍ନ କରିଥିଲେ ପୁରୀ ବିଧାୟକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes