ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରଥମ ଥର ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ହେଲିକପ୍ଟର ଯୋଗେ ପୁରୀ ଆସିଥିଲେ l ପୁରୀ ତଳବଣିଆ ପଡିଆରେ ତାଙ୍କ ହେଲିକପ୍ଟର ଅବତରଣ କରିବା ପରେ ବରିଷ୍ଠ ଅଧିକାରୀ ମାନେ ତାଙ୍କୁ ସ୍ୱାଗତ କରିଛନ୍ତି l ଏହାପରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ରାଜଭବନକୁ ଯିବେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes