ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ଶ୍ରୀ ଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ପୁରୀ ଜଙ୍ଗଲ ବିଭାଗର ୨୭.୮୮୭ ହେକ୍ଟର ଜଙ୍ଗଲ ଜମି ଯୋଗାଇ ଦିଆଯିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes