ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ

ଚିକିତ୍ସାଧୀନ ଆଉ ୨ ଜଣ ପ୍ରାଣ ହରାଇବା ପରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ହୋଇଛି।

ମୃତ୍ୟୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes