ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି

୩୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ବେଳେ ଅନେକଙ୍କ ଅବସ୍ଥା ଗୁରୁତର ଅଛି।

ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ ଘଟିଥିଲା। ଦେବୀଘାଟରେ ଏକସଙ୍ଗେ ଏକାଧିକ ବାଣ ଫୁଟିଯିବାରୁ ଅଘଟଣ ଘଟିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes