ପୁରୀ ବାଣ ବିସ୍ଫୋରଣ ମୃତକଙ୍କୁ ସହାୟତା ଘୋଷଣା

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ।

ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦେଶ ଦେଲେ ନବୀନ। ମେଡିକାଲରେ ଆହତଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆହତଙ୍କ ଚିକିତ୍ସା ପାଇଁ ପୂର୍ବରୁ ଘୋଷଣା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes