ପୁରୀ ଶ୍ରୀମନ୍ଦିର ସୁରକ୍ଷା ଦାବିରେ ଦାବିପତ୍ର

ପୁରୀ ଶ୍ରୀମନ୍ଦିର ସୁରକ୍ଷା ଓ ମନ୍ଦିର ଚାରିପଟେ ହେଉଥିବା ଖନନ କାର୍ଯ୍ୟକୁ ତୁରନ୍ତ ବନ୍ଦ କରିବା ଦାବି ନେଇ ଆଜି ଭଦ୍ରକ ଜିଲ୍ଲାର ସମସ୍ତ ଜଗନ୍ନାଥ ଭକ୍ତ ଭଦ୍ରକ ବଜରଙ୍ଗ ଦଳର ପ୍ରାନ୍ତ ସଂଯୋଜକ ମାନସ ମହାନ୍ତିଙ୍କ ନେତୃତ୍ବରେ ବାଇପାସ ସ୍ଥିତ ଜଗନ୍ନାଥ ମନ୍ଦିରରୁ ଏକ ଶୋଭାଯାତ୍ରା ବାହାରି କରିଥିଲେ।

ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସେମାନେ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes