ପୁରୀ ସମୁଦ୍ରକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳା ଉଦ୍ଧାର

ପୁରୀ ବେଳାଭୂମିରୁ ଲମ୍ଫ ମାରିବା ବେଳେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଲାଇଫ୍ ଗାର୍ଡ।

ମହିଳାଜଣଙ୍କ ଭୁବନେଶ୍ୱରର ବୋଲି ସୂଚନା ମିଳିଛି। ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes