ପୁରୀ ସହର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି

ବାଲିସାହି, ରେଡ୍‌କ୍ରସ୍‌ ରୋଡ୍ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଅସୁସ୍ଥ ହୋଇଛନ୍ତି।

୩୦ ଜଣ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes