ପୁରୁଷ ବନ୍ଧ୍ୟାକରଣ ନେଇ ଜିଲ୍ଲା ବ୍ୟାପି ସଚେତନତା କାର୍ଯ୍ୟକ୍ରମ

ପୁରୁଷଙ୍କ ପାଇଁ ଏନ.ଏସ.ଭି. ଏକ ସହଜ, ଫଳପ୍ରଦ ଓ ସୁରକ୍ଷିତ ଉପାୟ, ଏହି ବାର୍ତ୍ତା ନେଇ ଆଜି ଜିଲ୍ଲାସ୍ତରୀୟ ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନତ୍ସୋବରେ ଏକ ସଚେତନତା ରାଲି ସୁବର୍ଣ୍ଣପୁର ସହର ପରିକ୍ରମା କରିଛି।

ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ନାରାୱଣେ ସବୁଜ ପତାକା ଦେଖାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଏହି ସଚେତନତା ରାଲିର ଶୁଭାରମ୍ଭ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes