ପୁଲିସ ଏସଆଇ ଚୟନ ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ନୋଟିସ୍

ପ୍ରଶ୍ନପତ୍ର ଜନିତ ତ୍ରୁଟିକୁ ନେଇ ଦାୟର ମାମଲାରେ ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ଓ ରାଜ୍ୟ ସରକାରଙ୍କୁ ନୋଟିସ୍‌ କରିଛନ୍ତି ହାଇକୋର୍ଟ।

ଆସନ୍ତା ୨୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଖୋର୍ଦ୍ଧାର ଏକ ପରୀକ୍ଷା କେନ୍ଦ୍ରରେ ପ୍ରଥମ ପେପର ପ୍ରଶ୍ନପତ୍ର ବଦଳରେ ୨ୟ ପେପର ଦିଆଯାଇଥିଲା। ଏହାକୁ ନେଇ କିଛି ପ୍ରାର୍ଥୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes