ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ମିଳିଲା ଜାମିନ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି।

୬୦ ଦିନରେ ଚାର୍ଜସିଟ ଦାଖଲ ନ ହେବାରୁ ଜାମିନ ମିଳିଛି।ଉଲ୍ଲେଖଯୋଗ୍ୟ, ତ୍ରିନାଥ ମିଶ୍ରଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅଵସର ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes