ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱରରେ ଥିବାବେଳେ ତାଙ୍କ ନାଁରେ ଅନିୟମିତତା ଅଭିଯୋଗ ଆସିଥିଲା। ତଦନ୍ତରେ ଅନିୟମିତତା ସ୍ପଷ୍ଟ ହେବା ପରେ ମୁଖ୍ୟମନ୍ତ୍ରୀ ଆକ୍ସନ ନେଇଛନ୍ତି।
Credible Local News of Odisha