ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ

ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ୮୬ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ୧୯୯୫-୨୦୦୦ ମସିହା ଯାଏଁ ଚୌଦ୍ଵାର ବିଧାୟକ ଥିଲେ।୧୯୮୮-୯୪ ମସିହା ଯାଏଁ ରାଜ୍ୟସଭା ସାଂସଦ ଥିଲେ। ପି. ଭି. ନରସିଂହ ରାଓଙ୍କ ସରକାରରେ ରେଳ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes