ରାତି ୮ଟା ୫୦ ମିନିଟ୍ରେ ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ ନେଇ ପରିବାର ଓ ଡାକ୍ତରଙ୍କ ପକ୍ଷରୁ ସୂଚନା ମିଳିଛି। ୭୯ ବର୍ଷ ବୟସରେ ସମ୍ବଲପୁର ବାସଭବନରେ ପରଲୋକ ଘଟିଛି।
ସ୍ନାୟୁଜନିତ ରୋଗରେ ପୀଡ଼ିତ ଥିଲେ ରାସେଶ୍ବରୀ। ୨୦୧୪ରେ ସମ୍ବଲପୁର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ।
Credible Local News of Odisha