ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କୁ ଭେଟିଲେ ଅପରାଜିତା

ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ଯାଜପୁର ଜିଲ୍ଲା ଅନ୍ତର୍ଗତ କୋରେଇ ବିଧାନସଭାର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି l

ଉଭୟଙ୍କ ମଧ୍ୟରେ ବିଶେଷ ଆଲୋଚନା ହୋଇଥିଲା l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes