ପୂର୍ବତନ ମନ୍ତ୍ରୀ ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି।
୩ ଥର ଖଣ୍ଡପଡ଼ା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ସେ ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ବ ତୁଲାଇ ଥିଲେ। କଂଗ୍ରେସ ଦଳ ସହ ଦୀର୍ଘ ବର୍ଷ ଧରି ଜଡ଼ିତ ଥିଲେ।
Credible Local News of Odisha