ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବଙ୍କ ପରଲୋକ

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଗୌରମୋହନ ଷଡ଼ଙ୍ଗୀଙ୍କ ୮୮ ବର୍ଷ ବୟସରେ କଟକ ଜିଲ୍ଲା ଟାଙ୍ଗୀସ୍ଥିତ ବାସଭବନରେ ପରଲୋକ ଘଟିଛି।

ବାର୍ଦ୍ଧକ୍ୟଜନିତ ଅସୁସ୍ଥତାରୁ ତାଙ୍କ ଦେହାନ୍ତ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes