ପୂର୍ବତନ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

କଟକ ଜିଲ୍ଲା କୁସପଙ୍ଗି ପଞ୍ଚାୟତର ପୂର୍ବତନ ସରପଞ୍ଚ ପୁଷ୍ପଲତା ପରିଡାଙ୍କ ନିସ୍ତିପୁର ସ୍ଥିତ ବାସଭବନରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି।

ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇନି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version