ପୂର୍ବତନ ସରପଞ୍ଚ ଓ ତାଙ୍କ ସ୍ୱାମୀଙ୍କ ମୃତଦେହ ଉଦ୍ଧାର

ଆନନ୍ଦପୁର କେ.ବାଲିପାଳର ପୂର୍ବତନ ସରପଞ୍ଚ ଓ ତାଙ୍କ ସ୍ୱାମୀଙ୍କ ମୃତଦେହ ଉଦ୍ଧାର ହୋଇଛି।

କୂଅ ଭିତରୁ ଉଭୟଙ୍କ ମୃତଦେହ ଉଦ୍ଧାର କଲା ସୋସୋ ଥାନା ପୁଲିସ।ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ହତ୍ୟା ସନ୍ଦେହରେ ଥାନାରେ ଏତଲା ଦେଇଛନ୍ତି ପରିବାର ଲୋକେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes