ଆଜି ବଲାଙ୍ଗୀର ଜିଲ୍ଲାର ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳନ କରାଯାଇଥିଲା। ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସନ୍ତୋଷିନି ସେଠୀ ଛାତ୍ର ମାନଙ୍କୁ ହିନ୍ଦୀ ଭାଷାର ମହତ୍ତ୍ଵ ବିଷୟରେ କହିଥିଲେ।
ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ଅମିତ କୁମାର ବାଗ କାର୍ଯକ୍ରମ କୁ ପରିଚାଳନା କରିଥିଲେ ଏବଂ ହିନ୍ଦୀ ଶିକ୍ଷକ ବିଜୟ କୁମାର ବାଘ ଧନ୍ୟବାଦ ଅର୍ପଣ କରିଥିଲେ।