ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ: ରାହୁଲ

ସମସ୍ତ ବେକାର ଯୁବକଯୁବତୀଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ, ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ, ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍‌ ଦିଆଯିବ କହିଛନ୍ତି ରାହୁଲ।

ଆମେ ଦେଶର କୋଟି କୋଟି ଲୋକଙ୍କୁ ଲକ୍ଷପତି ବନାଇବୁ, ଦେଶର କୋଟି କୋଟି ଲୋକଙ୍କ ଖାତାକୁ ଲକ୍ଷେ ଟଙ୍କା ଦେବୁ। କମିଶନ ବସାଇବୁ, ଚାଷୀଙ୍କ ଋଣ ଛାଡ଼ କରିବୁ ବୋଲି ଆଜି ଓଡିଶା ଗସ୍ତରେ ଥିବା ରାହୁଲ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes