ପୋଖରୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବ୍ଲକ ଅନ୍ତର୍ଗତ ଯଶିପୁର ହାଣ୍ଡିପୁହାଣ ଗାଁରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଥିବା ଗ୍ରାମର ଜଣେ ବ୍ୟକ୍ତି ସୂଚନା ଦେଇଛନ୍ତି ।

ମୃତଦେହରେ ପଥର ବନ୍ଧା ଯାଇଥିବାରୁ ହତ୍ୟା ସନ୍ଦେହ କରାଯାଉଥିବା କୁହାଯାଉଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes