ପୋଲିସ୍‌ SI ସ୍କାମ୍: ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ ଜାମିନ ଖାରଜ

ମୁନାଙ୍କ ସମେତ ୧୭ ଜଣଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ।ତଦନ୍ତର ତଥ୍ୟ ଓ ଅପରାଧର ଗୁରୁତ୍ୱ ଦୃଷ୍ଟିରୁ ହାଇକୋର୍ଟରେ ଜାମିନ ଖାରଜ କରିଛନ୍ତି।ଅସ୍ତ୍ରୋପଚାର ପାଇଁ ମୁନା ମହାନ୍ତିଙ୍କ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି ଖାରଜ ହୋଇଛି। ୩ ସପ୍ତାହ ମଧ୍ୟରେ ମୁନା ମହାନ୍ତି ସରେଣ୍ଡର କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes