ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଭୋର୍ ସମୟରେ ପୋଲିସ ଅଫିସରଙ୍କ ମା’ଙ୍କ ବେକରୁ ସୁନା ଚେନ୍ ଲୁଟ୍ ହୋଇଛି। ଲୁଟ୍ ସମୟର ଦୃଶ୍ୟ ସିସିଟିଭିରେ କଏଦ୍ ହୋଇଛି। ପୋଲିସ ଘଟଣାର ତଦନ୍ତ କରୁଛି।
Credible Local News of Odisha