ବୋର୍ଡ କାର୍ଯ୍ୟାଳୟରେ ବିଧିବଦ୍ଧ ରେଜଲ୍ଟ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ୩୩୧୦ ବିଦ୍ୟାଳୟରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ଏଥର ଫର୍ମ ପୂରଣ କରିଥିଲେ ୫,୪୪,୬୭୦ ପରୀକ୍ଷାର୍ଥୀ ଏବଂ ପରୀକ୍ଷା ଦେଇଥିଲେ ୫,୩୬,୩୦୬ ପରୀକ୍ଷାର୍ଥୀ।
ଅନୁପସ୍ଥିତ ଛାତ୍ରଛାତ୍ରୀଙ୍କ ସଂଖ୍ୟା ୮୩୬୪ ରହିଛି ଏବଂ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ସଂଖ୍ୟା ୫,୧୯,୨୫୧ ରହିଛି।