ପ୍ରକାଶ ପାଇଲା +2 ପରୀକ୍ଷା ଫଳ

ଆଜି ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ ପ୍ରକାଶିତ ହୋଇଛି।ଏହା ସହ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ପ୍ରକାଶିତ ହୋଇଛି। CHSE ଅଫିସ୍‌ରେ ରେଜଲ୍ଟ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes