୨୦୨୫ ଡିସେମ୍ବର ୨୫ ତାରିଖ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି।ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ ହୋଇଛନ୍ତି।
ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୩, ୯୫୪ ଉତ୍ତୀର୍ଣ୍ଣ ହୋଇଛନ୍ତି। ପେପର-୧ ଓ ପେପର-୨ରେ ମୋଟ୍ ୧ ଲକ୍ଷ ୬ ହଜାର ୪୧ ଉତ୍ତୀର୍ଣ୍ଣ ହୋଇଛନ୍ତି। bseodisha.ac.inରେ ରେଜଲ୍ଟ ଉପଲବ୍ଧ ଅଛି।